ବ୍ରହ୍ମପୁର ୨୨।୧୦ : ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରିଛି ପୋଲିସ । ଗିରଫ ପରେ ବିକ୍ରମ ପଣ୍ଡାଙ୍କୁ କୋର୍ଟରେ ହାଜର କରାଯାଇଛି । ମଙ୍ଗଳବାର ରାତିରୁ ବିକ୍ରମ ପଣ୍ଡାକୁ ଅଟକ ରଖି ଜେରା କରୁଥିଲା ପୋଲିସ ।
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଗିରଫ




