ଇଣ୍ଡିଆନ୍ ଜର୍ଣ୍ଣାଲ ଅଫ୍ ରୁମାଟୋଲଜି ଦ୍ୱାରା ସମ୍ମାନିତ ସମ୍ ହସ୍ପିଟାଲ୍‌ର ଡାକ୍ତର ପ୍ରଦୀପ୍ତ ଶେଖର ପାତ୍ରୋ

ଇଣ୍ଡିଆନ୍-ଜର୍ଣ୍ଣାଲ-ଅଫ୍-ରୁମାଟୋଲଜି-ଦ୍ୱାରା-ସମ୍ମାନିତ-ସମ୍-ହସ୍ପିଟାଲ୍‌ର-ଡାକ୍ତର-ପ୍ରଦୀପ୍ତ-ଶେଖର-ପାତ୍ରୋ

ଇଣ୍ଡିଆନ୍ ଜର୍ଣ୍ଣାଲ ଅଫ୍ ରୁମାଟୋଲଜି ଦ୍ୱାରା ସମ୍ମାନିତ ସମ୍ ହସ୍ପିଟାଲ୍‌ର ଡାକ୍ତର ପ୍ରଦୀପ୍ତ ଶେଖର ପାତ୍ରୋ

Published By: Chikun – Prameya-News7 Bureau | October 13, 2025 10:23 PM

NEWS7

Dr. Pradeep Shekhar Patro of SUM Hospital honored by Indian Journal of Rheumatology

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପ୍ରଫେସର (ଡାକ୍ତର) ପ୍ରଦୀପ୍ତ ଶେଖର ପାତ୍ରୋଙ୍କୁ ଇଣ୍ଡିଆନ୍ ଜର୍ଣ୍ଣାଲ ଅଫ୍  ରୁମାଟୋଲଜି ପକ୍ଷରୁ ସମ୍ମାନିତ କରାଯାଇଛି ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ଳିନିକାଲ୍ ଇମ୍ୟୁନୋଲୋଜି ଏବଂ ରୁମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ପାତ୍ରୋଙ୍କୁ ନୂଆ ଦିଲ୍ଲୀଠାରେ ଅକ୍ଟୋବର ୯ ରୁ ୧୨ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ଇଣ୍ଡିଆନ୍ ଜର୍ଣ୍ଣାଲ ଅଫ୍ ରୁମାଟୋଲୋଜି ପକ୍ଷରୁ ଆୟୋଜିତ ନ୍ୟାସ୍‌ନାଲ୍ ରୁମାଟୋଲୋଜି କନଫରେନ୍ସ ‘ଇରାକନ୍ ୨୦୨୫’ ଅବସରରେ ଦ୍ୱିତୀୟ ଶ୍ରେଷ୍ଠ ଅରଜିନାଲ ରିସର୍ଚ୍ଚ ପେପର ଆୱାର୍ଡରେ ସମ୍ମାନିତ କରାଯାଇଛି । ପ୍ରଫେସର ପାତ୍ରୋଙ୍କର ଇମ୍ୟୁନୋଲଜି ଏବଂ ରୁମାଟୋଲୋଜି ଚିକିତ୍ସା ଏବଂ ରୋଗୀ ସେବା କ୍ଷେତ୍ରରେ ଦୀର୍ଘ ବର୍ଷର ଅଭିଜ୍ଞତା ଏବଂ ସଫଳତା ରହିଛି ।

Scroll to Top