ନିଲମ୍ବନ ନ୍ୟାୟ କି ଅନ୍ୟାୟ ମୁଁ ଜାଣିନି, ବିଜେଡିରୁ ବାହାରି ମୁଁ ଦୁଃଖୀ ନାହିଁ କି ସୁଖୀ ନାହିଁ

ନିଲମ୍ବନ-ନ୍ୟାୟ-କି-ଅନ୍ୟାୟ-ମୁଁ-ଜାଣିନି,-ବିଜେଡିରୁ-ବାହାରି-ମୁଁ-ଦୁଃଖୀ-ନାହିଁ-କି-ସୁଖୀ-ନାହିଁ

ନିଲମ୍ବନ ନ୍ୟାୟ କି ଅନ୍ୟାୟ ମୁଁ ଜାଣିନି, ବିଜେଡିରୁ ବାହାରି ମୁଁ ଦୁଃଖୀ ନାହିଁ କି ସୁଖୀ ନାହିଁ

ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସେ କହିଛନ୍ତି ମୁଁ ନବୀନ ପଟ୍ଟନାୟକ କି ପାଣ୍ଡିଆନଙ୍କ ବିରୋଧରେ କିଛି କହିନାହିଁ । କାହିଁକି ସେମାନଙ୍କର ରାଗ ଜାଣିନାହିଁ । ଜିଲ୍ଲା ବିକାଶ କଥା କହିବାରୁ ମୋତେ ନିଲମ୍ବନ କରିଛନ୍ତି । ବିଜେଡିରୁ ବାହାରି ମୁଁ ଦୁଃଖୀ ନାହିଁ କି ସୁଖୀ ନାହିଁ ।

Published By: Ruby – Prameya-News7 Bureau | February 17, 2026 03:58 PM

NEWS7

Sanatan Mahakud

ଭୁବନେଶ୍ବର ୧୭।୨: ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସେ କହିଛନ୍ତି ମୁଁ ନବୀନ ପଟ୍ଟନାୟକ କି ପାଣ୍ଡିଆନଙ୍କ ବିରୋଧରେ କିଛି କହିନାହିଁ । କାହିଁକି ସେମାନଙ୍କର ରାଗ ଜାଣିନାହିଁ । ଜିଲ୍ଲା ବିକାଶ କଥା କହିବାରୁ ମୋତେ ନିଲମ୍ବନ କରିଛନ୍ତି । ବିଜେଡିରୁ ବାହାରି ମୁଁ ଦୁଃଖୀ ନାହିଁ କି ସୁଖୀ ନାହିଁ । ନିଲମ୍ବନ ନ୍ୟାୟ କି ଅନ୍ୟାୟ ମୁଁ ଜାଣିନି । ମୁଁ ଲୋକଙ୍କ ପାଇଁ କାମ କରିବି । ମୁଖ୍ୟମନ୍ତ୍ରୀ ହେଲେ ମୋ ସାନ ଭାଇ । ଜିଲ୍ଲାର ବିକାଶ ପାଇଁ ମୁଁ ତାଙ୍କ ସହିତ କଥା ହେବିନି । ମୁଁ ବିଜେଡିକୁ ଫେରିବା ଆଶା ନାହିଁ ବୋଲି କହିଲେ ସନାତନ ମହାକୁଡ଼ ।

Scroll to Top