Published By: Ruby – Prameya-News7 Bureau | October 24, 2025 12:45 PM
NEWS7
ଭୁବନେଶ୍ବର ୨୪।୧୦: ମାଣ୍ଡିଆ ଦିବସ ଅବସରରେ ରାଜ୍ୟ ସରକାର ଆୟୋଜନ କରିବେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଆସନ୍ତା ୧୦ ଓ ୧୧ ତାରିଖରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ । ଏ ନେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୂଚନା ଦେଇଛନ୍ତି ।




