ମୁଖ୍ୟମନ୍ତ୍ରୀଙ୍କ ମହିଳା ସୁରକ୍ଷା ବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ-ମହିଳା-ସୁରକ୍ଷା-ବାର୍ତ୍ତା

ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡାଯିବ ନାହିଁ ।ସେମାନଙ୍କ ସ୍ଥାନ ଜେଲ୍ ରେ ସମାଜରେ ନୁହେଁ । ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି।: ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ

Published By: Manasranjan Mohanty

Last updated: 15 August 2025, 11:45 AM IST

Scroll to Top