ଶନିବାର ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର
Published By: Kirti – Prameya-News7 Bureau | October 25, 2025 07:31 AM
NEWS7
ଭୁବନେଶ୍ୱର ୨୫।୧୦ : ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟା ୫ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହନ ଲାଗିବାର ସୂଚନା ରହିଛି।
ଶନିବାର ସଂଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟର ବୈଠକ । ଏହି ବୈଠକରେ କ୍ୟାବିନେଟ୍ ମନ୍ତ୍ରୀ ସମେତ ସଚିବମାନେ ଉପସ୍ଥିତ ରହିବ । ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ।




