ଶନିବାର ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଶନିବାର-ରାଜ୍ୟ-କ୍ୟାବିନେଟ୍‌ର-ଗୁରୁତ୍ୱପୂର୍ଣ୍ଣ-ବୈଠକ,-ଅନେକ-ଗୁରୁତ୍ୱପୂର୍ଣ୍ଣ-ପ୍ରସ୍ତାବ-ଉପରେ-ଲାଗିପାରେ-ମୋହର

ଶନିବାର ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ ବସିବ ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ।

Published By: Kirti – Prameya-News7 Bureau | April 04, 2026 07:59 AM

NEWS7

cabient

ଭୁବନେଶ୍ୱର ୦୪।୦୪ : ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ ବସିବ ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଶନିବାର ବସିବାକୁ ଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

Also Read:-ନୂଆ ଝିଅ ସହ ବୁଲୁଥିଲା ପ୍ରେମିକ, ମୁହଁକୁ ଛେପ ପକେଇଦେଲା ପ୍ରଥମ ପ୍ରେମିକା, ଓଭରବ୍ରିଜ୍ ଉପରେ ଚାଲିଲା ଡ୍ରାମା

ଶନିବାର ସଂଧ୍ୟା ୬ଟା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଯାହା ମିଳିଥିବା ସୂଚନା ଅନୁସାରେ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍ରେ ମୋହର ଲାଗିପାରେ ।

Scroll to Top