ଧୃତରାଷ୍ଟ୍ର ପରେ ଶ୍ରୀମୟୀଙ୍କ ଭଣ୍ଡ ସନ୍ନ୍ୟାସୀ ଉପାଖ୍ୟାନ। ନିଜ ସୋସିଆଲ୍ ମିଡିଆ ପେଜ୍ ରେ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ଏଥର ଏକ ସନ୍ନ୍ୟାସୀ ଉପାଖ୍ୟାନ ଲେଖିଛନ୍ତି, ଯାହା କି ପରୋକ୍ଷରେ ବିଜେଡିରୁ ସନ୍ନ୍ୟାସ ନେଇଥିବା ଭି.କେ. ପାଣ୍ଡିଆନଙ୍କ ଆଡକୁ ନିଶାନା ବୋଲି ଚର୍ଚ୍ଚା ହେଉଛି।
Published By: Tapan Kumar Swain
Last updated: 16 September 2025, 05:11 PM IST




