F

f

ମାଆ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀ ବନ୍ୟାପାଣି । କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ ଖୋଲାଥିବା ସହ ତଳିଆ ଅଞ୍ଚଳରେ ଲଘୁଚାପ ଜନିତ ତୁହାକୁ ତୁହା ବର୍ଷା ଜାରି ରହିଛି ।

author-image

Manas Ranjan Mohanty

ମାଆ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀ ବନ୍ୟାପାଣି । କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ ଖୋଲାଥିବା ସହ ତଳିଆ ଅଞ୍ଚଳରେ ଲଘୁଚାପ ଜନିତ ତୁହାକୁ ତୁହା ବର୍ଷା ଜାରି ରହିଛି । ଫଳରେ ମହାନଦୀ ଫୁଲିବାରେ ଲାଗିଛି । 

Advertisment

Advertisment

Related Articles

Scroll to Top