ଲଘୁଚାପଜନିତ ବର୍ଷା ନେଇ ଆଲର୍ଟରେ ସରକାର : ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଲଘୁଚାପଜନିତ-ବର୍ଷା-ନେଇ-ଆଲର୍ଟରେ-ସରକାର-:-ଜିଲ୍ଲା-ପ୍ରଶାସନକୁ-ପ୍ରସ୍ତୁତ-ରହିବାକୁ-ନିର୍ଦ୍ଦେଶ

ଲଘୁଚାପଜନିତ ବର୍ଷା ନେଇ ଆଲର୍ଟରେ ସରକାର : ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

Published By: Ruby – Prameya-News7 Bureau | October 21, 2025 01:58 PM

NEWS7

Suresh Pujari

ଭୁବନେଶ୍ବର ୨୧୧୦: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ଆଲର୍ଟ କଲେ ରାଜ୍ୟ ସରକାରବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ କହିଛନ୍ତି ।

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି

ପାଣିପାଗ ବିଭାଗର  ରିପୋର୍ଟ  ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି ତେଣୁ ତାକୁ ରେଡ଼ ଆଲର୍ଟରେ ରଖାଯାଇଛି ଉପକୂଳ ଜିଲ୍ଲା ଗୁଡିକୁ ଅରେଞ୍ଜ ଆଲର୍ଟରେ ରଖିଛୁ ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତମ୍ ହେଲେ ବି ତାର ମୁକାବିଲା କରାଯିବ ବୋଲି ସୁରେଶ ପୂଜାରୀ କରିଛନ୍ତି ।

Scroll to Top