ମୁଖ୍ୟମନ୍ତ୍ରୀଙ୍କ ‘ମୋନ୍ଥା’ ସମୀକ୍ଷା, ସରକାରଙ୍କ ଲକ୍ଷ୍ୟ ଜିରୋ କାଜୁଆଲିଟି

ମୁଖ୍ୟମନ୍ତ୍ରୀଙ୍କ-‘ମୋନ୍ଥା’-ସମୀକ୍ଷା,-ସରକାରଙ୍କ-ଲକ୍ଷ୍ୟ-ଜିରୋ-କାଜୁଆଲିଟି

ଭୁବନେଶ୍ୱର ୨୮।୧୦ : ମୁଖ୍ୟମନ୍ତ୍ରୀଙ୍କ ‘ମୋନ୍ଥା’ ସମୀକ୍ଷା । ବାତ୍ୟା ମୋନ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମୀକ୍ଷା କରିଛନ୍ତି । ବାତ୍ୟା ମୁକାବିଲା ନେଇ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହିତ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ଜିରୋ କାଜୁଆଲିଟ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Scroll to Top