ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । 36 ବର୍ଷ ବୟସରେ ଆଖି ବୁଜିଲେ ହ୍ୟୁମାନ ସାଗର । ଏମ୍ସରେ ଚିକିତ୍ସାଧୀନ ଥିଲେ ହ୍ୟୁମାନ ସାଗର । ଲିଭରରେ ସମସ୍ୟା ପାଇଁ ଗୁରୁତର ହୋଇଥିଲେ
/odishatv-khabar/media/media_files/2025/11/17/human-sagar-2025-11-17-21-24-39.jpg)
HUMAN-SAGAR Photograph: (OTV)
ଆଉ ନାହାନ୍ତି ହ୍ୟୁମାନ ସାଗର । ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । 36 ବର୍ଷ ବୟସରେ ଆଖି ବୁଜିଲେ ହ୍ୟୁମାନ ସାଗର । ଏମ୍ସରେ ଚିକିତ୍ସାଧୀନ ଥିଲେ ହ୍ୟୁମାନ ସାଗର । ଲିଭରରେ ସମସ୍ୟା ପାଇଁ ଗୁରୁତର ହୋଇଥିଲେ । ହ୍ୟୁମାନଙ୍କ ଏକାଧିକ ଅଙ୍ଗ କାମ କରୁ ନଥିଲା । ଓଡ଼ିଆ ସିନେମା, ଆଲବମ୍ ଜଗତର ଜଣାଶୁଣା ଚେହେରା ।
ଯୁବ ପିଢ଼ିଙ୍କ ପସନ୍ଦର ଗାୟକ ଥିଲେ ହ୍ୟୁମାନ ସାଗର ।
#ହ୍ୟୁମାନ_ସାଗରଙ୍କ_ପରଲୋକ
-ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ
-ପରଲୋକ ନେଇ ପରିବାର ପକ୍ଷରୁ ଦିଆଗଲା ସୂଚନା
-୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ
-ଏକାଧିକ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ
-ଓଲିଉଡ୍ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗର
-ଅନେକ ଆଲବମ୍ ଓ ଫିଲ୍ମରେ ଗୀତ ଗାଇଥିଲେ ହ୍ୟୁମାନ… pic.twitter.com/c2WSaOgzGX— ଓଟିଭି (@otvkhabar) November 17, 2025




