ବୁଧବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଏକାଧିକ ପ୍ରସ୍ତାବରେ ବାଜିପାରେ ମୋହର

ବୁଧବାର-ରାଜ୍ୟ-କ୍ୟାବିନେଟର-ଗୁରୁତ୍ୱପୂର୍ଣ୍ଣ-ବୈଠକ,-ଏକାଧିକ-ପ୍ରସ୍ତାବରେ-ବାଜିପାରେ-ମୋହର

ବୁଧବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଏକାଧିକ ପ୍ରସ୍ତାବରେ ବାଜିପାରେ ମୋହର

Published By : Prameya-News7 Bureau | August 13, 2025 IST

ଭୁବନେଶ୍ୱର ୧୩।୦୮ : ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । 

ଖବର ଅନୁଯାୟୀ, ବୁଧବାର ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ । ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ । ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

ସମ୍ବନ୍ଧିତ ଖବର

Scroll to Top