ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ଆୟ-ବ୍ୟୟର ଚିଠା, ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ

ଆର୍ଥିକ-ବର୍ଷ-୨୦୨୬-୨୭-ପାଇଁ-ଆୟ-ବ୍ୟୟର-ଚିଠା,-ବିଧାନସଭାରେ-ବଜେଟ୍-ଉପସ୍ଥାପନ-କରୁଛନ୍ତି ମୁଖ୍ୟମନ୍ତ୍ରୀ

ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ଆୟ-ବ୍ୟୟର ଚିଠା, ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ।

Published By: Ajit – Prameya-News7 Bureau | February 20, 2026 03:48 PM

NEWS7

CM

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପୂର୍ବରୁ ଗୁରୁବାର ରାଜ୍ୟ ସରକାର ବିଧାନସଭାରେ ଅର୍ଥନୀତିକ ସର୍ଭ ଉପସ୍ଥାପନ କରିଥିଲେ । ଅର୍ଥନୈତିକ ସର୍ଭରେ ବିକାଶର ଗୋଲାପୀ ଚିତ୍ର ରଖିଥିଲେ ସରକାର । ବଜେଟର ଅର୍ଥନୀତିକ ସର୍ଭରେ କରାଯାଇଥିବା ଆଗୁଆ ଆକଳନକୁ ବାସ୍ତବ ରୂପ ଦେବା ପାଇଁ ପ୍ରୟାସ କରାଯାଇଛି । ରାଜ୍ୟ ସରକାରଙ୍କ ଭିଜନ୍ ୨୦୩୬ ଓ ୨୦୪୮ ଦୃଷ୍ଟିରେ ରଖି ଏହି ବଜେଟ୍ ଉପସ୍ଥାପନ କରିଛନ୍ତି ।

Scroll to Top