କଟକ ୦୮।୦୪ : ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ । ୭ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଲେ JMFC କୋର୍ଟ କଟକ। ରିମାଣ୍ଡ ଆବେଦନ କରିଥିଲା କର୍ଣ୍ଣାଟକ ପୋଲିସ । ୨୦ କୋଟି ଟଙ୍କାର ସୁନା ଗହଣା ଲୁଟ ମାମଲାରେ କରିବ ପଚରା ଉଚରା । ଆସନ୍ତା ୯ ରୁ ୧୫ ତାରିଖ ଯାଏଁ ରିମାଣ୍ଡରେ ନେବାକୁ ମିଳିଲା ଅନୁମତି।
ଖୋଲିବ ୨୦ କୋଟି ସୁନା ଲୁଟ୍ର ରାଜ୍, ରାଜାକୁ ରିମାଣ୍ଡରେ ନେବ କର୍ଣ୍ଣାଟକ ପୋଲିସ




