Low Pressure:ମାଡ଼ି ଆସୁଛି ବଡ଼ ବର୍ଷା, ୨୭ ଯାଏ ପ୍ରବଳ ବର୍ଷିବ

low-pressure:ମାଡ଼ି-ଆସୁଛି-ବଡ଼-ବର୍ଷା,-୨୭-ଯାଏ-ପ୍ରବଳ-ବର୍ଷିବ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି ।

Manasranjan Mohanty

  • Published: Saturday, 23 August 2025
  • Last updated: 23 August 2025, 09:09 AM IST

rainCredit: OTV

rain

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି । ଯାହା ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗରେ ଝାଡଖଣ୍ଡ ଦେଇ ଗତିକରିବାର ସମ୍ଭାବନା ଅଛି ।

ସେପଟେ ଆଜି ସକାଳ ସାଢେ ୮ଟା ସୁଦ୍ଧା ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର ।

Also Read

ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। …

ଓଟିଭି ବିଜ୍ଞାପନ

Scroll to Top