A

a

ଲଘୁଚାପ ବର୍ଷାରେ ଭିଜିବ ତମାମ ଓଡ଼ିଶା। ଉପକୂଳ ଓଡ଼ିଶାରେ ପ୍ରବଳ ଆଉ ଦକ୍ଷିଣ ଓଡ଼ିଶାରେ ହୋଇପାରେ ଅତିପ୍ରବଳ ବର୍ଷା। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଆଜି ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି।

author-image

Manas Ranjan Mohanty

ଲଘୁଚାପ ବର୍ଷାରେ ଭିଜିବ ତମାମ ଓଡ଼ିଶା। ଉପକୂଳ ଓଡ଼ିଶାରେ ପ୍ରବଳ ଆଉ ଦକ୍ଷିଣ ଓଡ଼ିଶାରେ ହୋଇପାରେ ଅତିପ୍ରବଳ ବର୍ଷା। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଆଜି ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି।

Advertisment

Advertisment

Related Articles

Scroll to Top