ନୂଆ ଜିଏସଟି ହାର ଇଲେକ୍ଟ୍ରୋନିକ୍ସ ଏବଂ ଅଟୋମୋବାଇଲ ସେକ୍ଟରକୁ ଦେଇଛି ବଡ଼ ଉତ୍ସାହ । ଆଜିଠୁ ଶସ୍ତା ହେଲା ଟିଭି, ଏୟାର କଣ୍ଡିସନର, ବାଇକ୍, ପେଟ୍ରୋଲ-ଏଲପିଜି ଓ ସିଏନଜି କାର, ଅଟୋ ପାର୍ଟ୍ସ, ମନିଟର ଓ ପ୍ରୋଜେକ୍ଟର ଏବଂ ସିମେଣ୍ଟ ।
Published By: Tapan Kumar Swain
Last updated: 22 September 2025, 01:01 PM IST




