Published By: Ruby – Prameya-News7 Bureau | March 30, 2026 10:33 AM
NEWS7
ନୂଆଦିଲ୍ଲୀ ୩୦।୩: ଦିଲ୍ଲୀରେ ବିଜେପି ସାଂସଦ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର ବିଭିନ୍ନ ବିଷୟରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ସେହିଭଳି ସାଂସଦ ମାନେ ମଧ୍ୟ ନିଜ ନିଜ ନିର୍ବାଚନ ମଣ୍ଡଳୀ ବିଷୟରେ ଚର୍ଚ୍ଚା ଆଲୋଚନା କରିଛନ୍ତି ।
ଗତ ଶନିବାର ଠାରୁ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଅଛନ୍ତି ।
Tags: prameyanews7




