ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନରେ ଭୁବନେଶ୍ବରରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ। ଏଥିରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାଷ୍ଟରକ୍ୟାଣ୍ଟିନ ଛକରେ ମୁଖ୍ୟମନ୍ତ୍ରୀ ନିଜେ ଝାଡ଼ୁ ଧରି ସ୍ବଚ୍ଛତା ଅଭିଯାନରେ ସାମିଲ ହୋଇଥିଲେ। ଶୁଣନ୍ତୁ ଏନେଇ କଣ କହୁଛନ୍ତି ମୁଖ୍ୟମନ୍ତ୍ରୀ।
Published By: Chinmayee Sahoo
Last updated: 17 September 2025, 02:54 PM IST
Other Videos
ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।
Top stories
- O
- Sep 17,2025
- O
- Sep 17,2025
- I
- Sep 17,2025














