ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଜିଆକଟା ଏବଂ ଛତ୍ରପୁର ଗାଁ ମଝିରେ ଥିବା ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ । ଏଥିରେ ଗୋଦାମ ଘର ଛାତ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି । ଏଥିସହିତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।
Published By: Manasranjan Mohanty
Last updated: 21 September 2025, 03:26 PM IST




