Narendra Modi : ୭୫ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି

narendra-modi-:-୭୫-ବର୍ଷରେ-ପ୍ରଧାନମନ୍ତ୍ରୀ-ମୋଦି

ସ୍ବଂୟ ସେବକରୁ ପ୍ରଧାନ ସେବକ, କୁଟନୀତିର କିଙ୍ଗ, ବିଦେଶ ନୀତିରେ ସେ ବେଷ୍ଟ। ଦେଶର ସବୁଠୁ ଲୋକପ୍ରୀୟ ନେତା…ନରେନ୍ଦ୍ର ଦାମୋଦର ଦାସ ମୋଦି, ଦେଶର ପ୍ରଧାନମନ୍ତ୍ରୀ ମୋଦି। ଆଜି ମୋଦିଙ୍କ ୭୫ତମ ଜନ୍ମଦିନ। ୭୫ ବର୍ଷରେ ପାଦ ରଖିଛନ୍ତି ପ୍ରଧାନମନ୍ତ୍ରୀ।

Published By: Chinmayee Sahoo

Last updated: 17 September 2025, 11:38 AM IST

Scroll to Top